Featuredଅନ୍ୟାନ୍ୟ

ଉଦ୍ୟୋଗୀମାନଙ୍କର କ୍ଷତିଭରଣା ପାଇଁ ସରକାର ସୁଧ ଫେରସ୍ତ ବ୍ୟବସ୍ଥା କରିଛନ୍ତି

ରାଜ୍ୟର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ସହିତ ଗ୍ରାମାଞ୍ଚଳର ଅର୍ଥନୀତିକୁ ମଜଭୁତ କରିବା ଲାଗି ‘ମୁଖ୍ୟମନ୍ତ୍ରୀ ସୁଧ ଫେରସ୍ତ ଯୋଜନା’ ଆରମ୍ଭ ହୋଇଛି ।

କୋଭିଡ୍ ମହାମାରୀ ପାଇଁ ରାଜ୍ୟର ଏମ୍ଏସ୍ଏମ୍ଇ କ୍ଷେତ୍ର କ୍ଷତିର ସମ୍ମୁଖୀନ ହୋଇଥିଲା । ଏହାକୁ ଦୃଷ୍ଟିରେ ରଖି ଉଦ୍ୟୋଗୀମାନଙ୍କର କ୍ଷତିଭରଣା ପାଇଁ ସରକାର ସୁଧ ଫେରସ୍ତ ବ୍ୟବସ୍ଥା କରିଛନ୍ତି । ଚଳିତ ମାସ ୧୫ ତାରିଖରୁ ସୁଧ ଫେରସ୍ତ ପାଇବା ପାଇଁ ଆବେଦନ ଗ୍ରହଣ ଆରମ୍ଭ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com