ଅନ୍ୟାନ୍ୟ

ବଙ୍ଗୋପ ସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା

ଆସନ୍ତା ଡିସେମ୍ବର ୧ କିମ୍ବା ୨ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ବାତ୍ୟାର ବେଗ ଓ ଗତିପଥ କେଉଁ ଆଡ଼କୁ ହେବ ତାହା ଆସନ୍ତା ୩୦ ତାରିଖ ସୁଦ୍ଧା ସ୍ପଷ୍ଟ ହେବ।

ତେବେ କେତେକ ବେସରକାରୀ ପାଣିପାଗ ବିଜ୍ଞାନ ସଂସ୍ଥା ପକ୍ଷରୁ କରାଯାଇଥିବା ଆକଳନ ଅନୁଯାୟୀ ବାତ୍ୟା ଆସନ୍ତା ୫ କିମ୍ବା ୬ ତାରିଖ ବେଳକୁ ଆନ୍ଧ୍ର ଏବଂ ଓଡ଼ିଶା ଉପକୂଳ ଦେଇ ବାଂଲାଦେଶ କିମ୍ବା ମ୍ୟାନ୍‌ମାର ଆଡ଼କୁ ଯିବ।

Related Articles

Back to top button
WP Twitter Auto Publish Powered By : XYZScripts.com