ଜାତୀୟ

ଶ୍ରୀରାମ ଏବଂ ଦେବୀ ସୀତାଙ୍କ ଚିତ୍ର ବନାଇ ବିଶ୍ୱ ରେକର୍ଡ କଲେ ନେପାଳର କାରିଗର

ଖାଦ୍ୟ ଶସ୍ୟ ବ୍ୟବହାର କରି ଭଗବାନ ଶ୍ରୀରାମ ଏବଂ ଦେବୀ ସୀତାଙ୍କ ଚିତ୍ର ବନାଇ ବିଶ୍ୱ ରେକର୍ଡ କଲେ ନେପାଳର କାରିଗର।

ଗଣମାଧ୍ୟର ରିପୋର୍ଟ ଅନୁଯାୟୀ, ଭଗବାନଙ୍କ ଚିତ୍ର ତିଆରି କରିବା ପାଇଁ ୧୧ ପ୍ରକାରର ଶସ୍ୟ ବ୍ୟବହାର କରାଯାଇଥିଲା। ଏଥିରେ ଧାନ, ମାଣ୍ଡିଆ, ମୁଗ, କୋଳଥ ଭଳି ୧ କ୍ୱିଣ୍ଟାଲରୁ ଅଧିକ ଖାଦ୍ୟ ଶସ୍ୟର ବ୍ୟବହାର ହୋଇଛି। ଏହି ଚିତ୍ରର ଲମ୍ବ ୧୨୦ ଫୁଟ୍ ହୋଇଥିବା ବେଳେ ଚଉଡା ରହିଛି ୯୧.୫ ଫୁଟ୍।

Related Articles

Back to top button