ଜାତୀୟ

ଇଡିରେ ହାଜର ହେବେନି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

ତଥାକଥିତ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ଘଟଣାରେ ପୁଣିଥରେ ଇଡିରେ ହାଜର ହେବେନି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ମଙ୍ଗଳବାର ତାଙ୍କୁ ଇଡି ପକ୍ଷରୁ ଗୁରୁବାର ହାଜର ହେବାକୁ ସମନ କରାଯାଇଥିଲା।

କିନ୍ତୁ ବୁଧବାର କେଜ୍ରିୱାଲ ୧୦ ଦିନ ପାଇଁ ଦିଲ୍ଲୀ ବାହାରକୁ ଚାଲି ଯାଇଛନ୍ତି। ସେ ୧୦ ଦିନ କାଳ ଧ୍ୟାନକେନ୍ଦ୍ର ବା ବିପାସନା କ୍ୟାମ୍ପରେ ରହିବେ।

Related Articles

Back to top button
WP Twitter Auto Publish Powered By : XYZScripts.com