ରାଜନୀତି

୨୦୨୪ ଲୋକସଭା ନିର୍ବାଚନରେ ବାରାଣସୀ ଆସନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିପକ୍ଷରେ କଂଗ୍ରେସ

୨୦୨୪ ଲୋକସଭା ନିର୍ବାଚନରେ ବାରାଣସୀ ଆସନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିପକ୍ଷରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କୁ ପ୍ରାର୍ଥୀ କରିବାକୁ ପ୍ରସ୍ତାବ ଦେଇଛନ୍ତି ତୃଣମୂଳ କଂଗ୍ରେସ ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ।

ଗତକାଲି ଦିଲ୍ଲୀରେ ବସିଥିବା INDIA ମେଣ୍ଟର ଚତୁର୍ଥ ବୈଠକରେ ମମତା ଏହି ପ୍ରସ୍ତାବ ଦେଇଥିବା ଜଣାପଡ଼ିଛି। INDIA ମେଣ୍ଟ ପକ୍ଷରୁ ପ୍ରିୟଙ୍କାଙ୍କୁ ପ୍ରାର୍ଥୀ କରିବାକୁ ସେ କହିଥିବା ଜଣାପଡ଼ିଛି। କିଛି ଜାତୀୟ ଗଣମାଧ୍ୟମରେ ଏନେଇ ରିପୋର୍ଟ ପ୍ରକାଶ ପାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com