ମନୋରଞ୍ଜନ

ବଲିଉଡର ବିବାଦୀୟ ଅଭିନେତ୍ରୀ କଙ୍ଗନା ରଣାୱତ ସବୁବେଳେ ତାଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଚର୍ଚ୍ଚାରେ

ବଲିଉଡର ବିବାଦୀୟ ଅଭିନେତ୍ରୀ କଙ୍ଗନା ରଣାୱତ ସବୁବେଳେ ତାଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଚର୍ଚ୍ଚାରେ ରୁହନ୍ତି। ହେଲେ କିଛିଦିନ ହେବ ନିର୍ବାଚନ ଲଢିବେ କି ନାହିଁ ସେ ନେଇ ଚର୍ଚ୍ଚାରେ ଥିଲେ।

ତେବେ ଏହି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ବାପା ଅମରଦୀପ। ସେ ଲୋକସଭା ନିର୍ବାଚନରେ ଭାଜପା ଟିକେଟରେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି କଙ୍ଗନାଙ୍କ ବାପା କହିଛନ୍ତି। କିନ୍ତୁ କେଉଁ ଆସନରୁ କଙ୍ଗନା ଲଢିବେ ସେ ନେଇ ଦଳ ନିଷ୍ପତ୍ତି ନେବ ବୋଲି ସେ କହିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com