ସ୍ୱାସ୍ଥ୍ୟ

ଝାଡ଼ାବାନ୍ତି ବ୍ୟାପିବା ଘଟଣାର ସ୍ଥିତି ସମୀକ୍ଷା କରିଛନ୍ତି ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ

ରାଉରକେଲାରେ ଝାଡ଼ାବାନ୍ତି ବ୍ୟାପିବା ଘଟଣାର ସ୍ଥିତି ସମୀକ୍ଷା କରିଛନ୍ତି ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ । ଡାକ୍ତର ଓ ବରିଷ୍ଠ ଅଧିକାରୀଙ୍କ ସହିତ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି । ସ୍ବାସ୍ଥ୍ୟ ସଚିବ କହିଛନ୍ତି, ପରିସ୍ଥିତି ଏବେ ନିୟନ୍ତ୍ରଣକୁ ଆସୁଛି ।

ଆକ୍ରାନ୍ତଙ୍କ ସଂଖ୍ୟା ଆଉ ବୃଦ୍ଧି ପାଉନାହିଁ । ନୂଆ ରୋଗୀ ଗୁରୁତର ମଧ୍ୟ ହେଉନାହାନ୍ତି । ଆସନ୍ତା ୨ରୁ ୩ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ସମ୍ପୂର୍ଣ୍ଣ କମିଯିବ ବୋଲି ଆଶା କରାଯାଉଛି ।

Related Articles

Back to top button
WP Twitter Auto Publish Powered By : XYZScripts.com