ଅନ୍ୟାନ୍ୟ

ପାନ୍ କାର୍ଡ ଧାରୀଙ୍କଠାରୁ ୧୦୦୦ ଟଙ୍କା ଲେଖାଏଁ ଜରିମାନା ଆଦାୟ କରି ପାନ୍-ଆଧାର ଲିଙ୍କ୍ କରିଛନ୍ତି

ଯେଉଁମାନେ ପାନ୍-ଆଧାର ସଂଯୋଗ କରିବାରେ ବିଳମ୍ବ କରିଛନ୍ତି ସେମାନଙ୍କଠାରୁ କେନ୍ଦ୍ର ସରକାର ଏପର୍ଯ୍ୟନ୍ତ ୨,୧୨୫ କୋଟି ଟଙ୍କାର ଜରିମାନା ଆଦାୟ କରିଛନ୍ତି ବୋଲି ଅର୍ଥମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

୩୦ ଜୁନ୍ ୨୦୨୩ ମାଗଣାରେ ପାନ୍-ଆଧାର ଲିଙ୍କ୍ କରିବାର ଶେଷ ତାରିଖ ଥିଲା। ଏହାପରେ ସରକାର ପ୍ରତ୍ୟେକ ପାନ୍ କାର୍ଡ ଧାରୀଙ୍କଠାରୁ ୧୦୦୦ ଟଙ୍କା ଲେଖାଏଁ ଜରିମାନା ଆଦାୟ କରି ପାନ୍-ଆଧାର ଲିଙ୍କ୍ କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com