Breaking NewsFeaturedସ୍ୱାସ୍ଥ୍ୟ

ପୁଣିଥରେ ଦେଶରେ କରୋନା ମାମଲା ଦ୍ରୁତ ଗତି ବୃଦ୍ଧି ପାଉଛି

ପୁଣିଥରେ ଦେଶରେ କରୋନା ମାମଲା ଦ୍ରୁତ ଗତି ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ କେନ୍ଦ୍ର ଓ ରାଜ୍ୟ ସରକାର ସଜାଗ ରହିଛନ୍ତି। ବର୍ତ୍ତମାନ କରୋନାର ଜେଏନ.୧ ର ନୂତନ ଭ୍ୟାରିଆଣ୍ଟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି।

ଦେଶରେ ଏହାର ମୋଟ ୨୧ ଟି ନୂଆ ମାମଲା ରିପୋର୍ଟ ହୋଇଛି। ସ୍ବାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି ଯେ ଅନୁସନ୍ଧାନରୁ ଜଣାପଡିଛି ନୂଆ ଭ୍ୟାରିଆଣ୍ଟ ଯୋଗୁ ଫୁସଫୁସ ନୁହେଁ ପେଟରେ ସଂକ୍ରମଣ ହେଉଛି । ଏହା ଯୋଗୁ ଆକ୍ରାନ୍ତଙ୍କ ଠାରେ ଗୁରୁତର ହଜମ ସମସ୍ୟା ଦେଖାଯାଉଛି।

Related Articles

Back to top button
WP Twitter Auto Publish Powered By : XYZScripts.com