ଅନ୍ୟାନ୍ୟ

ମଦ ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଜେଲରେ ଅଛନ୍ତି

ଦିଲ୍ଲୀ ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଏମ୍‌ପି ସଞ୍ଜୟ ସିଂଙ୍କ ନ୍ୟାୟିକ ହେପାଜତକୁ ଜାନୁୟାରୀ ୧୦ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏଏପି ନେତାଙ୍କୁ ତାଙ୍କ ସରକାରୀ ବାସଭବନରେ ଅନେକ ଘଣ୍ଟା ଧରି ପଚରାଉଚରା ପରେ ଅକ୍ଟୋବର ୪ରେ ଇଡି ଗିରଫ କରିଥିଲା।

ମଦ ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଜେଲରେ ଅଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com