Breaking NewsFeaturedଜାତୀୟ

ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୩୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୩୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୦୦ କେବଳ କେରଳରେ ପଞ୍ଜିକୃତ ହୋଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ଆକ୍ରାନ୍ତ ହୋଇ ୬ ଜଣଙ୍କର ମୃତ୍ୟୁ ଘଟିଛି।

ସେମାନଙ୍କ ମଧ୍ୟରୁ କର୍ନାଟକରେ ୨ ଜଣ, ପଞ୍ଜାବରେ ଜଣେ ଏବଂ କେରଳର ୩ ଜଣ ରହିଛନ୍ତି। ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ସଂଖ୍ୟା ୨,୬୬୯ ଛୁଇଁଛି। ତେବେ ଭିଡରୁ ଦୂରେଇ ରହିବା ଏବଂ ଘରୁ ବାହାରକୁ ଗଲେ ମାସ୍କ ପିନ୍ଧିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com