ଓଡ଼ିଶା

ଜାନୁଆରୀ ୧୭ରେ ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ଜାନୁଆରୀ ୧୭ରେ ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ପ୍ରଥମେ ଜଗନ୍ନାଥଙ୍କୁ କରାଗଲା ନିମନ୍ତ୍ରଣ। ଶ୍ରୀମନ୍ଦିର ପରିକ୍ରମାର ଲୋକାର୍ପଣ ସମ୍ପର୍କିତ ନିମନ୍ତ୍ରଣ ପତ୍ର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ବାହାରି ଶ୍ରମନ୍ଦିର ଯାଇଥିଲା ।

ସେଠାରେ ମହାପ୍ରଭୁଙ୍କ ଶ୍ରୀଚରଣରେ ଅର୍ପଣ ହୋଇଛି । ପାଟ ପଟୁଆରରେ ଜଗନ୍ନାଥଙ୍କ ପାଖକୁ ଯାଇଥିଲା ଏହି ନିମନ୍ତ୍ରଣ ପତ୍ର । ମହାପ୍ରଭୁଙ୍କ ପରେ ପ୍ରଭୁ ନୃସିଂହ, ମା ବିମଳା, ମା ମଙ୍ଗଳା ଓ ଶେଷରେ ପଂଚୁ ପାଣ୍ଡବଙ୍କୁ ନିମନ୍ତ୍ରଣ ହୋଇଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com