ସ୍ୱାସ୍ଥ୍ୟ

ରାଉରକେଲାରେ ସ୍ଥିତି ସୁଧୁରୁଥିବା କୁହାଯାଉଥିବାବେଳେ ପୁଣି ଜଣଙ୍କ ଜୀବନ ନେଇଛି ହଇଜା

ରାଉରକେଲାରେ ସ୍ଥିତି ସୁଧୁରୁଥିବା କୁହାଯାଉଥିବାବେଳେ ପୁଣି ଜଣଙ୍କ ଜୀବନ ନେଇଛି ହଇଜା । ଆଇଜିଏଚରେ ଚିକିିତ୍ସାଧୀନ ଅବସ୍ଥାରେ ୪୧ବର୍ଷିୟ ସାବିତ୍ରୀ ନାମକ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି । ଝାଡାବାନ୍ତି ହେବା ପରେ ଗତ ସୋମବାର ସେ ହସ୍ପିଟାଲରେ ଭର୍ତି ହୋଇଥିଲେ ।

ସରକାରୀ ଭାବେ ସ୍ପଷ୍ଟ କରାଯାଇନଥିଲେ ବି ବେସରକାରୀ ଭାବେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com