ଓଡ଼ିଶା

ରାଜ୍ୟରେ ସୋମବାର ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ରାଜ୍ୟରେ ସୋମବାର ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି।

ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ନେଇ ଜନସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, କରୋନା ଟେଷ୍ଟିଂ ବଢ଼ିଛି। ସମସ୍ତ ଆକ୍ରାନ୍ତ ମେଡିକାଲ ନ ଯାଇ ହୋମ୍‌ ଆଇସୋଲେଶନରେ ଅଛନ୍ତି। ତେଣୁ କେହି ଆତଙ୍କିତ ହେବାର ନାହିଁ। ସ୍ଥିତି ଉପରେ ନଜର ରଖାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com