ଓଡ଼ିଶା

ଶ୍ରୀମନ୍ଦିର ସୁରକ୍ଷା ପାଇଁ ଗଠନ ହେବ ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନ

ଶ୍ରୀମନ୍ଦିର ସୁରକ୍ଷା ପାଇଁ ଗଠନ ହେବ ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଉତ୍ସର୍ଗୀକୃତ ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନ ଗଠନକୁ ଅନୁମୋଦନ ଦେଇଛନ୍ତି।

ଏହି ଟିମ୍ ଶ୍ରୀମନ୍ଦିର ସୁରକ୍ଷା, ଭିଡ଼ ନିୟନ୍ତ୍ରଣ ଏବଂ ଭକ୍ତଙ୍କ ପାଇଁ ସୁବିଧା ଭଳି ବ୍ୟବସ୍ଥାର ଅନୁଧ୍ୟାନ କରିବେ। ଏହି ବାଟାଲିୟନରେ ପାଖାପାଖି ୧୧୯୦ କର୍ମଚାରୀ ରହିବେ ଏବଂ ପୁରୀ ଏସପିଙ୍କ ନିୟନ୍ତ୍ରଣରେ ଏହା କାର୍ଯ୍ୟ କରିବ।

Related Articles

Back to top button
WP Twitter Auto Publish Powered By : XYZScripts.com