ଜାତୀୟ

ଜାନୁୟାରୀ ୨୨ରେ ଅଯୋଧ୍ୟାରେ ଶ୍ରୀରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ

ଜାନୁୟାରୀ ୨୨ରେ ଅଯୋଧ୍ୟାରେ ଶ୍ରୀରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ। ଏହି ଅବସରରେ ୩ ହଜାର ୪୨୮ କିଲୋଗ୍ରାମ ଓଜନ ବିଶିଷ୍ଟ ୧୦୮ ଫୁଟ ଲମ୍ବର ଏକ ଧୂପକାଠି ତିଆରି କରାଯାଉଛି। ଏହାର ମୋଟେଇ ହେଉଛି ୩.୫ ଫୁଟ।

ଏହାକୂ ଗୁଜରାଟର ବଡୋଦରା ତରସାଲି ଅଞ୍ଚଳରେ କାରିଗରମାନେ ତିଆରି କରୁଛନ୍ତି। ଜାନୁଆରୀ ୨୨ ତାରିଖ ରେ ପ୍ରଭୂ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବର ଯଥେଷ୍ଟ ପୂର୍ବରୁ ଜାନୁୟାରୀ ୧୬ ତାରିଖରେ ଧୂପକାଠିକୁ ଅଯୋଧ୍ୟାରେ ପହଞ୍ଚାଇବାର ଲକ୍ଷ୍ୟ ରଖାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com