ଅନ୍ତର୍ଜାତୀୟ

ଚାଇନାରେ ହୋଇଥିବା ଭୂକମ୍ପରେ ମୃତ୍ୟୁସଂଖ୍ୟା ୧୪୯ରେ ପହଞ୍ଚିଛି

ଚାଇନାରେ ହୋଇଥିବା ଭୂକମ୍ପରେ ମୃତ୍ୟୁସଂଖ୍ୟା ୧୪୯ରେ ପହଞ୍ଚିଛି ଏବଂ ଦୁଇ ଜଣ ନିଖୋଜ ଅଛନ୍ତି। ସୂଚନା ଅନୁଯାୟୀ ଡିସେମ୍ବର ୧୮ରେ ଚାଇନାର ଉତ୍ତର-ପୂର୍ବ ଭାଗରେ ଭୂକମ୍ପ ଘଟିଥିଲା।

ଗତ ୯ବର୍ଷ ମଧ୍ୟରେ ଏହି ଅଞ୍ଚଳରେ ଏହା ସବୁଠାରୁ ଶକ୍ତିଶାଳୀ ଭୂକମ୍ପ ଥିଲା ଯାହା ଦ୍ୱାରା ବିପୁଳ ଧ୍ୱଂସ ଘଟିଥିଲା। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଭୂମିଠାରୁ ୧୦କିଲୋମିଟର ତଳେ ଥିଲା। ଯେଉଁଥିପାଇଁ ଚାଇନାରେ ବହୁ କ୍ଷୟକ୍ଷତି ହୋଇଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com