ଓଡ଼ିଶା

ମାଲକାନଗିରିରୁ ଉଡିବ ବିମାନ

ମାଲକାନଗିରିରୁ ଉଡିବ ବିମାନ । ମାଲକାନଗିରି ସହର ଉପକଣ୍ଠରେ ଥିବା ବିମାନ ବନ୍ଦର ନିର୍ମାଣ କାମ ଏବେ ଶେଷ ପର୍ଯ୍ୟାୟରେ । ବିମାନବନ୍ଦର ରନୱେ କାମ ସମ୍ପୂର୍ଣ୍ଣ ଶେଷ ହୋଇ ଥିବା ବେଳେ ଟର୍ମିନାଲ ଠାରୁ ଆରମ୍ଭ କରି ଯାତ୍ରୀ ବିଶ୍ରାମାଗାର କାମ ମଧ୍ୟ ଏକ ପ୍ରକାର ଶେଷ ହେବାକୁ ଯାଉଛି ।

ଖୁବଶୀଘ୍ର ରନୱେରେ ଟ୍ରାଏଲ ରନ କରିବା ଲାଗି ସ୍ଥିର ହୋଇଥିବା ବେଳେ ସମୟ ସୀମା ମଧ୍ୟରେ କାମ ସାରିବାକୁ ଦିନ ରାତି ଏକ କରି ଦେଇଛି ପ୍ରଶାସନ ।

Related Articles

Back to top button
WP Twitter Auto Publish Powered By : XYZScripts.com