ଓଡ଼ିଶା

ମଙ୍ଗଳବାର ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଅଞ୍ଚଳର ସବୁ ଜିଲ୍ଲାରେ ଘନ କୁହୁଡି ହେବବୋଲି ପାଣିପାଗ ବିଭାଗ ପୂର୍ବାନୁମାନ

ମଙ୍ଗଳବାର ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଅଞ୍ଚଳର ସବୁ ଜିଲ୍ଲାରେ ଘନ କୁହୁଡି ହେବବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏଥିପାଇଁ ୨୦ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

ଗତକାଲି କୋରାପୁଟରେ ସର୍ବନିମ୍ନ ରାତି ତାପମାତ୍ରା ୬ ଦଶମିକ ୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବାବେଳେ ଦାରିଙ୍ଗବାଡିରେ ୭, ଉଦୟଗିରିରେ ୭ ଦଶମିକ ୪ ଏବଂ କେନ୍ଦୁଝରରେ ୮ ଦଶମିକ ୮ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com