ଅନ୍ୟାନ୍ୟ

ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜିରେ ଦେଖାଦେଇଛି ଝାଡ଼ାବାନ୍ତି ଆତଙ୍କ

ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜିରେ ଦେଖାଦେଇଛି ଝାଡ଼ାବାନ୍ତି ଆତଙ୍କ। ଝାଡାବାନ୍ତିରେ ୨ ଜଣଙ୍କ ମୃତ୍ୟୁ ନେଇ ବଲାଙ୍ଗିର ସିଡିଏମଓ ସୂଚନା ଦେଇଛନ୍ତି।

ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଜଣେ ପୁରୁଷ ଥିବା ଜଣାପଡ଼ିଛି। ମୃତକ ହେଲେ ଟିଟିଲାଗଡ଼ ବ୍ଲକ ପୁଡାପଦର ଗାଁର ଚାନ୍ଦିନୀ ସାହୁ ଏବଂ ମୁରିବାହାଲ ବ୍ଲକ ମାଲିବାହାଲ ଗାଁର ସନ୍ତୋଷ ମାଝୀ |

Related Articles

Back to top button
WP Twitter Auto Publish Powered By : XYZScripts.com