ମନୋରଞ୍ଜନ

ଅରବାଜ ଖାନ, ମେକଅପ୍ ଆର୍ଟିଷ୍ଟ ଶୁରା ଖାନଙ୍କୁ ବିବାହ କରିଛନ୍ତି

ବଲିଉଡ୍ ଅଭିନେତା ତଥା ପ୍ରଯୋଜକ ଅରବାଜ ଖାନ, ମେକଅପ୍ ଆର୍ଟିଷ୍ଟ ଶୁରା ଖାନଙ୍କୁ ବିବାହ କରିଛନ୍ତି। ବହୁଦିନରୁ ଦୁହେଁ ପରସ୍ପରକୁ ଡେଟ୍ କରୁଥିଲେ। ଅରବାଜଙ୍କ ଭଉଣୀ ଅର୍ପିତା ଖାନ ଶର୍ମାଙ୍କ ଘରେ ଏହି ଦମ୍ପତି ନିରାଡ଼ମ୍ବର ଭାବରେ ବିବାହ କରିଥିଲେ।

ବିବାହ ପରେ ସୋସିଆଲ ମିଡିଆରେ ସେ ସମୟରେ ଅନେକ ଭିଡିଓ ଭାଇରାଲ ହୋଇଥିବା ବେଳେ ଦବଙ୍ଗ ଷ୍ଟାର ସଲମାନ ଖୁସିରେ ନାଚୁଥିବାର ଭିଡିଓ ମଧ୍ୟ ଭାଇରାଲ ହୋଇଛି।

Related Articles

Back to top button