ସ୍ୱାସ୍ଥ୍ୟ

ପୁଣି କଡ଼ ଲେଉଟାଉଛି କରୋନା

ପୁଣି କଡ଼ ଲେଉଟାଉଛି କରୋନା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୧୧୬ ପଜିଟିଭ । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ହୋଇଛି ୪ ହଜାର ୧୭୦ ।

କର୍ଣ୍ଣାଟକରେ ୩ ଜଣଙ୍କ ମୃତ୍ୟୁ ଘଟିଛି ବୋଲି କହିଛି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ । କର୍ଣ୍ଣାଟକରେ ଜେଏନ.୧ ଭାରିଆଣ୍ଟ ସଂକ୍ରମଣ ବଢୁଛି । ମହାରଷ୍ଟ୍ର, ଗୋଆ, କେରଳ, ତାମିଲନାଦୁ ଓ ତେଲଙ୍ଗାନାରେ ବି ଦୈନିକ ସଂକ୍ରମଣ ବଢୁଛି ।

Related Articles

Back to top button
WP Twitter Auto Publish Powered By : XYZScripts.com