ଓଡ଼ିଶା

ପରିକ୍ରମା ପ୍ରକଳ୍ପରେ ଯୋଗଦାନ ଓ ଶୁଭ ଉଦଘାଟନ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ

ପରିକ୍ରମା ପ୍ରକଳ୍ପରେ ଯୋଗଦାନ ଓ ଶୁଭ ଉଦଘାଟନ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି ଶ୍ରୀମନ୍ଦିର ସେବାୟତ ପ୍ରତିନିଧି ଦଳ । ବରିଷ୍ଠ ସେବାୟତ ରାମଚନ୍ଦ୍ର ଦାସ ମହାପାତ୍ରଙ୍କ ନେତୃତ୍ବରେ ଏକ ଟିମ ନବୀନ ନିବାସରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗୋଟିଏ ଗୁଆ ଓ ମୁଠାଏ ଚାଉଳ ଦେଇ ନିଜର ସମ୍ମତି ପ୍ରଦାନ କରିଛନ୍ତି ବୋଲି ଗଣମାଧ୍ୟମକୁ କହିଛନ୍ତି ରାମଚନ୍ଦ୍ର ଦାସ ମହାପାତ୍ର ।

Related Articles

Back to top button
WP Twitter Auto Publish Powered By : XYZScripts.com