ଜାତୀୟ

ବିମାନ ଦେଖିବ ରାଜ୍ୟର ସବୁଠାରୁ ଉପାନ୍ତ ଜିଲ୍ଲା ମାଲକାନଗିରି

ବିମାନ ଦେଖିବ ରାଜ୍ୟର ସବୁଠାରୁ ଉପାନ୍ତ ଜିଲ୍ଲା ମାଲକାନଗିରି। ଆସନ୍ତା ଜାନୁଆରୀ ମାସ ପ୍ରଥମ ସପ୍ତାହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଲୋକାର୍ପଣ କରିବେ।

ଭୁବନେଶ୍ୱରରୁ ମୁଖ୍ୟମନ୍ତ୍ରୀ ମାଲକାନଗିରି ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ନୂତନ ବିମାନ ଚଳାଚଳର ଶୁଭାରମ୍ଭ କରିବେ। ଏ ନେଇ କ୍ରୀଡ଼ା ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର ଭିନିଲ କ୍ରିଷ୍ଣା ସୂଚନା ଦେଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com