ଜାତୀୟ

ସେନା ପାଇଁ ଆସିବ ସ୍ୱତନ୍ତ୍ର ବୁଲେଟ୍ ପ୍ରୁଫ୍ ଜାକେଟ୍

ସେନା ପାଇଁ ଆସିବ ସ୍ୱତନ୍ତ୍ର ବୁଲେଟ୍ ପ୍ରୁଫ୍ ଜାକେଟ୍ । ଯବାନଙ୍କ ପାଇଁ ସ୍ୱତନ୍ତ୍ର ବୁଲେଟ ପ୍ରୁଫ୍ ଜାକେଟ୍ ପ୍ରସ୍ତୁତ କରିଛି କାନପୁର ଡିଆରଡିଓ । ଏହି ଜାକେଟରେ ୬ ଟି ଗୁଳି ବାଜିଲେ ମଧ୍ୟ କିଛ କ୍ଷତି ହେବ ନାହିଁ ।

ଜାକେଟର ଓଜନ ହାଲୁକା ଥିବା ବେଳେ ସ୍ୱତନ୍ତ୍ର ଉପାଦାନରେ ପ୍ରସ୍ତୁତ କରାଯାଇଛି । ଏନେଇ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।ଏହି ବୁଲେଟ ପ୍ରୁଫ୍ ଜାକେଟର ପରୀକ୍ଷଣ ମଧ୍ୟ ଶେଷ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com