ରାଜନୀତି

ରାଜନୈତିକ କ୍ଷେତ୍ରରୁ ଆସିଛି ଏକ ବଡ଼ ଖବର

ରାଜନୈତିକ କ୍ଷେତ୍ରରୁ ଆସିଛି ଏକ ବଡ଼ ଖବର । ପୂର୍ବତନ ଭାରତୀୟ କ୍ରିକେଟର ଅମ୍ବାତି ରାୟୁଡ଼ୁ ୱାଇଏସଆର କଂଗ୍ରେସ ପାର୍ଟିରେ ସାମିଲ ହୋଇଛନ୍ତି । ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କ ଉପସ୍ଥିତିରେ ରାୟୁଡ଼ୁ ଦଳରେ ଯୋଗଦେଇଛନ୍ତି ।

ଏହି ଅବସରରେ ଆନ୍ଧ୍ରପ୍ରଦେଶର ଡେପୁଟି ସିଏମ୍ ନାରାୟଣ ସ୍ୱାମୀ ଓ ସାଂସଦ ପେଡ୍ଡିରେଡ୍ଡୀ ମିଥୁନ ରେଡ୍ଡୀ ରାୟୁଡ଼ୁଙ୍କୁ ଦଳରେ ସ୍ୱାଗତ କରିଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com