ଓଡ଼ିଶା

ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ସୁରକ୍ଷାରେ ମୁତୟନ ହେବ ୧୪ କଷ୍ଟମାଇଜଡ ଅଲ୍ ୱେଦର ଅଲ୍ ରୋଡ ବୋଲେରୋ କ୍ୟାମ୍ପର

ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ସୁରକ୍ଷାରେ ମୁତୟନ ହେବ ୧୪ କଷ୍ଟମାଇଜଡ ଅଲ୍ ୱେଦର ଅଲ୍ ରୋଡ ବୋଲେରୋ କ୍ୟାମ୍ପର । ଅଲିଭ ଗ୍ରୀନ ରଙ୍ଗର ଏସବୁ ଗାଡ଼ିକୁ ସ୍ୱତନ୍ତ୍ର ଭାବେ ଶିମିଳିପାଳ ପାଇଁ ଡିଜାଇନ କରାଯାଇଛି ।

ଏଗୁଡ଼ିକରେ ରିମୋଟ କଣ୍ଟ୍ରୋଲ ସର୍ଚ୍ଚ ଲାଇଟ ଖଞ୍ଜାଯାଇଛି, ଯାହାଦ୍ୱାରା ରାତିରେ ସବୁ ଦିଗକୁ ଦେଖିହେବ । ଶିମିଳିପାଳରେ ଏହି ସବୁ ଗାଡ଼ି ମୁତୟନ ହେବ । ଏହାଦ୍ୱାରା ଆଗାମୀ ଦିନରେ ଶିମିଳିପାଳର ସବୁ ଅଞ୍ଚଳକୁ କାଠ ମାଫିଆ ଓ ଶିକାରୀଙ୍କ କବଳରୁ ଅଧିକ ସୁରକ୍ଷା ଦିଆଯାଇପାରିବ।

Related Articles

Back to top button
WP Twitter Auto Publish Powered By : XYZScripts.com