ଓଡ଼ିଶା
ରାଜ୍ୟରେ ବର୍ତ୍ତମାନ ଶୀତର ପ୍ରକୋପ କମିଥିବା ବେଳେ ଅନେକ ସ୍ଥାନରେ ଘନ କୁହୁଡ଼ିର ସମ୍ଭାବନା
ରାଜ୍ୟରେ ବର୍ତ୍ତମାନ ଶୀତର ପ୍ରକୋପ କମିଥିବା ବେଳେ ଆସନ୍ତା ୨୯ ଓ ୩୧ ତାରିଖ ସକାଳ ପର୍ଯ୍ୟନ୍ତ ଅନେକ ସ୍ଥାନରେ ଘନ କୁହୁଡ଼ିର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଆସନ୍ତା ୪ ତାରିଖ ଯାଏଁ ପାଗ ଶୁଖିଲା ରହିବା ସହ ଆସନ୍ତା ୫ ଦିନ ଯାଏ ସର୍ବନିମ୍ନ ତାପମାତ୍ରା ଅପରିବର୍ତ୍ତୀତ ରହିବା ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।