ଓଡ଼ିଶା

ରାଜ୍ୟରେ ବର୍ତ୍ତମାନ ଶୀତର ପ୍ରକୋପ କମିଥିବା ବେଳେ ଅନେକ ସ୍ଥାନରେ ଘନ କୁହୁଡ଼ିର ସମ୍ଭାବନା

ରାଜ୍ୟରେ ବର୍ତ୍ତମାନ ଶୀତର ପ୍ରକୋପ କମିଥିବା ବେଳେ ଆସନ୍ତା ୨୯ ଓ ୩୧ ତାରିଖ ସକାଳ ପର୍ଯ୍ୟନ୍ତ ଅନେକ ସ୍ଥାନରେ ଘନ କୁହୁଡ଼ିର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଆସନ୍ତା ୪ ତାରିଖ ଯାଏଁ ପାଗ ଶୁଖିଲା ରହିବା ସହ ଆସନ୍ତା ୫ ଦିନ ଯାଏ ସର୍ବନିମ୍ନ ତାପମାତ୍ରା ଅପରିବର୍ତ୍ତୀତ ରହିବା ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com