କ୍ରୀଡ଼ା

ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତ ଲଜ୍ଜାଜନକ ଇନିଂସ ପରାଜୟର ସାମ୍ନା କରିଛି

ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତ ଲଜ୍ଜାଜନକ ଇନିଂସ ପରାଜୟର ସାମ୍ନା କରିଛି। ଅନ୍ୟପଟେ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଦ୍ରୁତ ବୋଲର ମହମ୍ମଦ ସାମୀଙ୍କ ବଦଳରେ ଭାରତୀୟ ଦଳ ସହିତ ସାମିଲ ହୋଇଛନ୍ତି ଦ୍ରୁତ ବୋଲର ଆବେଶ ଖାନ। ଏହି ମ୍ୟାଚ୍ ଜାନୁୟାରୀ ୩ ତାରିଖରୁ ୭ତାରିଖ ପର୍ଯ୍ୟନ୍ତ କେପଟାଉନରେ ଖେଳାଯିବ।

Related Articles

Back to top button
WP Twitter Auto Publish Powered By : XYZScripts.com