ଓଡ଼ିଶା

ବିଶ୍ୱସ୍ତରୀୟ ହେବ ନନ୍ଦନକାନନ

ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର। ବିଶ୍ୱସ୍ତରୀୟ ହେବ ନନ୍ଦନକାନନ। ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୬୪ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ଏନେଇ ସୁଚନା ଦିଆଯାଇଛି ।

୧୯୬୦ ମସିହାରେ କିଛି ଜୀବଜନ୍ତୁଙ୍କୁ ନେଇ ଆରମ୍ଭ ହୋଇଥିବା ନନ୍ଦନକାନନରେ ବର୍ତ୍ତମାନ ୨୨୦ ଖୁଆଡ଼ରେ ୧୬୩ ପ୍ରଜାତିର ୪୧୭୫ ଜୀବଜନ୍ତୁ ରହିଛନ୍ତି । ଆଗାମୀ ୮ରୁ ୧୦ ମାସ ଭିତରେ ନନ୍ଦନକାନନର ରୂପରେଖା ବଦଳିଯିବ ବୋଲି କହିଛନ୍ତି ଜଙ୍ଗଲ ପରିବେଶ ମନ୍ତ୍ରୀ।

Related Articles

Back to top button
WP Twitter Auto Publish Powered By : XYZScripts.com