ଜାତୀୟ

କରୋନାରା ନୂଆ ସବ୍-ଭାରିଆଣ୍ଟ ଓଡ଼ିଶା ପାଇଁ ଚିନ୍ତା ବଢ଼ାଇଛି

କରୋନାରା ନୂଆ ସବ୍-ଭାରିଆଣ୍ଟ ଜେଏନ.୧କୁ ନେଇ ଦେଶରେ ଆଶଙ୍କା ବଢ଼ି ଚାଲିଥିବା ବେଳେ ଆଜି ୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିବା ସହିତ ୬୯୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ତେବେ ଏହା ମଧ୍ୟରେ ଭାଇରସ ଓଡ଼ିଶା ପାଇଁ ଚିନ୍ତା ବଢ଼ାଇଛି । ଗତକାଲି ରାଜ୍ୟରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ୫ ଜଣ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୩ଜଣ ରେ ପହଞ୍ଚି ଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com