ଜାତୀୟ

ରାମ ଜନ୍ମଭୂମିରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ

ରାମ ଜନ୍ମଭୂମିରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ । ବାଲ୍ମୀକି ବିମାନ ବନ୍ଦର, ଅଯୋଧ୍ୟା ରେଳ ଷ୍ଟେସନ, ଅମୃତ ଭାରତ ଉଦ୍ଘାଟନ କରିଛନ୍ତି । ୧୪ ଶହ ୫୦ କୋଟି ବ୍ୟୟରେ ନିର୍ମିତ ହୋଇଥିବା ଅଯୋଧ୍ୟା ଆନ୍ତର୍ଜାତୀୟ ବିମାନବନ୍ଦର ଉଦଘାଟନ କରିଛନ୍ତି ମୋଦୀ ।

ଏହି ବିମାନବନ୍ଦରକୁ ମହର୍ଷି ବାଲ୍ମିକୀଙ୍କ ନାମରେ ନାମିତ କରାଯାଇଛି । ୨୪୦ କୋଟି ଟଙ୍କା ବ୍ୟୟରେ ଅଯୋଧ୍ୟା ଧାମ ରେଳ ଷ୍ଟେସନର ପୁନଃନିର୍ମାଣ କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com