ଓଡ଼ିଶା

୨୦୨୪ ରଥଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି

୨୦୨୪ ରଥଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ମାଳ, ପତନି, ଲାଗିଲୁଗା ସହ ଟାକୁଆ ସରପୁଳି,ବିରିପିଠା ଓ ଲଡୁ ମହାପ୍ରସାଦ ନେଇ ରଥ ତତ୍ତ୍ୱାବଧାରକଙ୍କ ନେତୃତ୍ୱରେ ଏକ ତିନିଜଣିଆ ପ୍ରତିନିଧି ଦଳ ଆସନ୍ତା ୧ ତାରିଖରେ ନୟାଗଡ଼ ଅଭିମୁଖେ ଯାତ୍ରା କରିବେ।

ରଥ ତତ୍ତ୍ୱାବଧାରକ ସୁଦର୍ଶନ ମେକାପ, ଭୋଇ ସର୍ଦ୍ଦାର ରବି ଭୋଇ ଓ ଅମିନ ଲକ୍ଷ୍ମଣ ମହାପାତ୍ର ପ୍ରମୁଖ ତିନିଜଣ ନୟାଗଡ଼ ବନଖଣ୍ଡ ଅନ୍ତର୍ଗତ ବଡ଼ମୂଳସ୍ଥିତ ବଡ଼ରାଉଳ ଠାକୁରାଣୀଙ୍କୁ ନିମନ୍ତ୍ରଣ ଲାଗି ଯାତ୍ରା କରିବେ।

Related Articles

Back to top button
WP Twitter Auto Publish Powered By : XYZScripts.com