ରାଜନୀତି

ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚାର ଜଣେ ବିଧାୟକ ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ତଦନ୍ତ ପରିସରକୁ ଆସିବା ପରଠାରୁ ରାଜନୈତିକ ହଲଚଲ ବଢ଼ିବାରେ ଲାଗିଛି।

ଏବେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚାର ଜଣେ ବିଧାୟକ ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି। ଏହାପରେ ହେମନ୍ତ ଖୁବ୍‌ଶୀଘ୍ର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଓ ତାଙ୍କ ପତ୍ନୀ କଳ୍ପନା ସୋରେନ୍‌ ଝାଡଖଣ୍ଡର ଶାସନ ଭାର ସମ୍ଭାଳିବେ ବୋଲି ଭାଜପା ଏମ୍‌ପି ନୀଶିକାନ୍ତ ଦୁବେ ଦାବି କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com