ଜାତୀୟ

ଅଯୋଧ୍ୟାରୁ ମହାପ୍ରଭୁ ଜଗନ୍ନାଥଙ୍କ ପାଖକୁ ଆସିଲା ନିମନ୍ତ୍ରଣ ପତ୍ର

ଅଯୋଧ୍ୟାରୁ ମହାପ୍ରଭୁ ଜଗନ୍ନାଥଙ୍କ ପାଖକୁ ଆସିଲା ନିମନ୍ତ୍ରଣ ପତ୍ର। ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ପୁରୀ ଜଗନ୍ନାଥ ଧାମକୁ ଆସିଲା ନିମନ୍ତ୍ରଣ । ଆସନ୍ତା ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି ।

ପ୍ରଭୁଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ କରିଛି ଅଯୋଧ୍ୟା ଅଭ୍ୟର୍ଥନା କମିଟି ଓ ବିଶ୍ବ ହିନ୍ଦୁ ପରିଷଦ ।

Related Articles

Back to top button
WP Twitter Auto Publish Powered By : XYZScripts.com