ଓଡ଼ିଶା

ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସୁଛନ୍ତି

ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ୩୦୫କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପଗୁଡ଼ିକୁ ଉଦ୍‌‌ଘାଟନ କରିବେ। ବଲାଙ୍ଗିରର ଜୀବନରେଖା ଲୋୟର୍‌ ସୁକତେଲ ଜଳସେଚନ ପ୍ରକଳ୍ପକୁ ଲୋକାର୍ପଣ କରିବେ।

ଏହାସହ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ, ପରିବହନ, ଗମନାଗମନ ଭଳି ବିଭିନ୍ନ ଅନେକ ଉନ୍ନୟନ ମୂଳକ ପ୍ରକଳ୍ପକୁ ଉଦ୍‌‌ଘାଟନ କରିବା ସହ ଆହୁରି ଅନେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି।

Related Articles

Back to top button