ଓଡ଼ିଶା

ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ

ଆସନ୍ତା ୯ ତାରିଖରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ୧ ଲକ୍ଷ ୪୭ ହଜାର ୯୧୧ଜଣ ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେବେ।

ପୂର୍ବାହ୍ନ ୯ଟାରୁ ୧୧ଟା ପର୍ଯ୍ୟନ୍ତ ଷଷ୍ଠ ଶ୍ରେଣୀ ଏବଂ ପୂର୍ବାହ୍ନ ୯ଟାରୁ ମଧ୍ୟାହ୍ନ ୧୨ଟାରୁ ସପ୍ତମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ପରୀକ୍ଷା ହେବ। ଏଥିନିମନ୍ତେ ରାଜ୍ୟରେ ୭୦୪ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com