ଓଡ଼ିଶା

ସାଇବର ଅପରାଧ ରୋକିବାକୁ କମିଶନରେଟ ପୋଲିସର ମାଷ୍ଟରପ୍ଲାନ

ନୂଆବର୍ଷରେ ସାଇବର ଅପରାଧ ରୋକିବାକୁ କମିଶନରେଟ ପୋଲିସର ମାଷ୍ଟରପ୍ଲାନ । ପୋଲିସ ସହ କାମ କରିବେ ପବ୍ଲିକ ଭଲ୍ୟୁଣ୍ଟର । ବିଭିନ୍ନ ସଫ୍ଟୱର କମ୍ପାନୀର ୨୫ ସାଇବର ଏକ୍ସପର୍ଟ ପୋଲିସ ସହ ଯୋଡି ହୋଇଛନ୍ତି ।

ନିର୍ବାଚନବେଳେ ସୋସିଆଲ ମିଡ଼ିଆ ଜରିଆରେ ଭ୍ରମ ସୃଷ୍ଟି କରିବା, ଡାର୍କ ୱେବ ଓ ଡିପଫେକ ଭିଡିଓ ବିରୋଧରେ ଭିନ୍ନ ଭିନ୍ନ ଟିମ ହୋଇ କାମ କରିବେ ଏହି ଭଲ୍ୟୁଣ୍ଟର । ଭୁବନେଶ୍ବର ଡିସିପି ପ୍ରତୀକ ସିଂ ଏହି ସୂଚନା ଦେଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com