ଜାତୀୟ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ଦକ୍ଷିଣ ଭାରତ ଗସ୍ତରେ ଯିବେ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ଦକ୍ଷିଣ ଭାରତ ଗସ୍ତରେ ଯିବେ । ଦୁଇ ଦିନିଆ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କେରଳ, ତାମିଲନାଡୁ ଓ ଲାକ୍ଷା ଦ୍ୱୀପ ଗସ୍ତ କରି ବହୁ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି ।

ଏହାପରେ ତିରୁଚିରାପଲ୍ଲୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ୧୧ଶହ କୋଟି ଟଙ୍କା ବ୍ୟୟରେ ନର୍ମିତ ଟର୍ମିନାଲକୁ ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com