ଓଡ଼ିଶା

ବୁଧବାର ପୌଷ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ

ବୁଧବାର ପୌଷ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ଣ ୪ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Related Articles

Back to top button