ଜାତୀୟ

ଭାରତୀୟ ରିଜର୍ଭ ବ୍ୟାଙ୍କ ୨ ହଜାର ଟଙ୍କିଆ ନୋଟ୍‌କୁ ନେଇ ଏକ ବଡ଼ ଅପଡେଟ୍‌ ଦେଇଛି

ଭାରତୀୟ ରିଜର୍ଭ ବ୍ୟାଙ୍କ ୨ ହଜାର ଟଙ୍କିଆ ନୋଟ୍‌କୁ ନେଇ ଏକ ବଡ଼ ଅପଡେଟ୍‌ ଦେଇଛି। ୮ ମାସ ପୂର୍ବରୁ ୨ ହଜାର ଟଙ୍କିଆ ନୋଟ ଅଚଳ ପରେ ମଧ୍ୟ ଶତପ୍ରତିଶତ ନୋଟ ଫେରସ୍ତ ସମ୍ଭବ ହୋଇନାହିଁ।

ଏବେ ବି ଲୋକଙ୍କ ପାଖରେ ୯୩୩୦ କୋଟି ଟଙ୍କା ମୂଲ୍ୟର ନୋଟ ଅଛି। ମୋଟ ୨ ହଜାର ଟଙ୍କିଆ ନୋଟ ମଧ୍ୟରୁ ଆରବିଆଇ ମୋଟ ୯୭.୩୮ ପ୍ରତିଶତ ନୋଟ ଫେରସ୍ତ କରିବାରେ ସକ୍ଷମ ହୋଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com