ରାଜନୀତି
ୱାଇଏସ୍ ଶର୍ମିଲା ଏବେ ୱାଇଏସ୍ଆର୍ ତେଲେଙ୍ଗାନା ପାର୍ଟିର ପ୍ରତିଷ୍ଠାତା ତଥା ସଭାପତି ଅଛନ୍ତି

ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀଙ୍କ ଭଉଣୀ ୱାଇଏସ୍ ଶର୍ମିଲା ଜାନୁଆରି ୪ ତାରିଖରେ କଂଗ୍ରେସରେ ଯୋଗ ଦେବାର ସମ୍ଭାବନା ରହିଛି।
ୱାଇଏସ୍ ଶର୍ମିଲା ଏବେ ୱାଇଏସ୍ଆର୍ ତେଲେଙ୍ଗାନା ପାର୍ଟିର ପ୍ରତିଷ୍ଠାତା ତଥା ସଭାପତି ଅଛନ୍ତି।ତେଲେଙ୍ଗାନା ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟୀ ହୋଇଥିବା ବେଳେ ଏହାର କିଛି ଦିନ ପରେ ରାଜ୍ୟରେ ଭାରତ ରାଷ୍ଟ୍ର ସମିତିର ଗୁରୁତ୍ବ ଶେଷ ହୋଇଛି।