ଅନ୍ୟାନ୍ୟ

ଅର୍ଥତତ୍ତ୍ୱର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତ ଲାଗି ନିର୍ଦ୍ଦେଶ ହୋଇଛି

ଅର୍ଥତତ୍ତ୍ୱର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତ ଲାଗି ନିର୍ଦ୍ଦେଶ ହୋଇଛି । ୧୧୦ ଏକର ଜମି, ୧୧ଟି ଦାମୀ ଗାଡ଼ି ବାଜ୍ୟାପ୍ତ ଲାଗି ନିର୍ଦ୍ଦେଶ । ବ୍ୟାଙ୍କ ଜମା ୨ କୋଟି ୧୭ ଲକ୍ଷ ୨୦ ହଜାର ଟଙ୍କା ବି ବାଜ୍ୟାପ୍ତ ହେବ ।

ବାଜ୍ୟାପ୍ତ ସମ୍ପତ୍ତିକୁ ନିଲାମ କରି ଜମାକାରୀଙ୍କ ମଧ୍ୟରେ ବଣ୍ଟାଯିବ । ବାଜ୍ୟାପ୍ତ ଲାଗି ନିର୍ଦ୍ଦେଶ ଦେଇଛନ୍ତି କଟକ ସ୍ୱତନ୍ତ୍ର ଚିଟ୍‌ଫଣ୍ଡ କୋର୍ଟ ।ଏହା ପରେ ଜମାକାରୀଙ୍କ ଟଙ୍କା ମିଳିପାରିବ ବୋଲି ଆଶା କରାଯାଉଛି।

Related Articles

Back to top button
WP Twitter Auto Publish Powered By : XYZScripts.com