ଅନ୍ତର୍ଜାତୀୟ

ଜାପାନ ବୁଲିବାକୁ ଯାଇଥିଲେ ଦକ୍ଷିଣ ଭାରତୀୟ ସିନେମାର ସୁପରଷ୍ଟାର ଜୁନିୟର ଏନ୍‌ଟିଆର୍‌

ପରିବାର ସହ ଜାପାନ ବୁଲିବାକୁ ଯାଇଥିଲେ ଦକ୍ଷିଣ ଭାରତୀୟ ସିନେମାର ସୁପରଷ୍ଟାର ଜୁନିୟର ଏନ୍‌ଟିଆର୍‌। ହେଲେ ନୂଆ ବର୍ଷରେ ଶକ୍ତିଶାଳୀ ଭୂକମ୍ପ ଝଟ୍‌କାରେ ଥରିଥିଲା ଜାପାନ। ଏଥିରେ ଶହ ଶହ ସଂଖ୍ୟାରେ ଲୋକ ଫସି ରହିଥିବା ବେଳେ ୩୦ଜଣଙ୍କ ମୃତ୍ୟୁ ଘଟିିଥିବା ଖବର ଆସିଥିଲା।

ଏହାପରେ ଅଭିନେତାଙ୍କ ପ୍ରଶଂସକଙ୍କ ସହ ପରିବାରଲୋକେ ଚିନ୍ତା ପ୍ରକଟ କରିଥିଲେ। ହେଲେ ଏବେ ସେ ସୁରକ୍ଷିତ ଭାବେ ଭାରତ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏନେଇ ସେ ‘ଏକ୍ସ’ରେ ପୋଷ୍ଟ କରି ସୂଚନା ଦେଇଛନ୍ତି।

Related Articles

Back to top button