ଶିକ୍ଷା

ଗୁରୁବାର ଠାରୁ ଆରମ୍ଭ ହେବ ଯୁକ୍ତ ଦୁଇ କଲେଜରେ NEET ଓ JEE କୋଚିଂ

ଗୁରୁବାର ଠାରୁ ଆରମ୍ଭ ହେବ ଯୁକ୍ତ ଦୁଇ କଲେଜରେ NEET ଓ JEE କୋଚିଂ। ଭର୍ଚୁଆଲରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ ପାଇବେ କୋଚିଂ । ସବୁ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜରେ ଆରମ୍ଭ ହେବ କୋଚିଂ ।

ଏଥିଲାଗି କଲେଜରେ ସ୍ମାର୍ଟ TV ଓ interactive panel install କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସର୍ବ ଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା, neet ଓ ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା jee ରେ ଓଡ଼ିଆ ଛାତ୍ରଛାତ୍ରୀଙ୍କ ସଫଳତା ହାର ବଢ଼ାଇବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଯୋଜନା ଆରମ୍ଭ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com