ଓଡ଼ିଶା

କୋରାପୁଟ ଜିଲ୍ଲାର ଗର୍ବ ଓ ଗୌରବ ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ହୋଇ ପଡ଼ିଛନ୍ତି

କୋରାପୁଟ ଜିଲ୍ଲାର ଗର୍ବ ଓ ଗୌରବ ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ହୋଇ ପଡ଼ିଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି ।

କମଳାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ୫ ଜଣିଆ ଡାକ୍ତରୀ ଟିମଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା କରାଯାଉଛି । କମଳାଙ୍କର ସ୍ୱାସ୍ଥ୍ୟାବସ୍ଥା ଅଚାନକ ବିଗିଡ଼ିବାକୁ ନେଇ ଏବେ ଚାରିଆଡ଼େ ବେଶ୍ ଚର୍ଚ୍ଚାର ବିଷୟ ପାଲଟିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com