ଓଡ଼ିଶା
ପାରାକ୍ୱେଟ୍ ଏବଂ ଏଥିରୁ ଉତ୍ପନ୍ନ ପଦାର୍ଥ ଅତ୍ୟନ୍ତ ବିଷାକ୍ତ ଓ କ୍ଷତିକାରକ

ବିଷାକ୍ତ ପାରାକ୍ୱେଟ୍ ଏବଂ ଏଥିରୁ ଉତ୍ପନ୍ନ ଦ୍ରବ୍ୟଗୁଡ଼ିକର ବିକ୍ରିକୁ ସମ୍ପୂର୍ଣ୍ଣ ରୂପେ ନିଷିଦ୍ଧ କରିବା ପାଇଁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଛି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀ ଏନେଇ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଛନ୍ତି।ପାରାକ୍ୱେଟ୍ ଏବଂ ଏଥିରୁ ଉତ୍ପନ୍ନ ପଦାର୍ଥ ଅତ୍ୟନ୍ତ ବିଷାକ୍ତ ଓ କ୍ଷତିକାରକ।