ଓଡ଼ିଶା

ରାଜ୍ୟରେ ଧିରେ ଧିରେ କମିଯିବ ଓମିକ୍ରନ୍ ଭ୍ୟାରିଆଣ୍ଟର ପ୍ରଭାବ : ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର () କୋଭିଡ୍ ର ଭ୍ୟାରିଆଣ୍ଟ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, କୋଭିଡର ଯେତିକି ଭ୍ୟାରିଆଣ୍ଟ ଅଛି, ସେତିକି ଭ୍ୟାରିଆଣ୍ଟରେ ଓମିକ୍ରନ ଅଧିକ ରହିଛି । ଓମିକ୍ରନ ପ୍ରଭାବ କଥା ଯଦି ଦେଖିବା ତେହେଲେ ରାଜ୍ୟରେ ଏହା ଅଧିକ ସିରିୟସ ହୋଇ ରହିବ ନାହିଁ । ଓମିକ୍ରନ ଭ୍ୟାରିଆଣ୍ଟରେ ଯେପରି ଅନ୍ୟ ଦେଶ ବା ରାଜ୍ୟରେ କେଶ କମୁଛି, ସେପରି ଆମ ରାଜ୍ୟରେ କେଶ କମିବ ବୋଲି ଆଶା ରହିଛି । ମୋଟାମୋଟି କହିବାକୁ ଗଲେ ଆମ ରାଜ୍ୟରେ ସ୍ଥିତି ଧୀରେ ଧୀରେ ଭଲ ଆଡକୁ ଆସୁଛି ।

Related Articles

Back to top button
WP Twitter Auto Publish Powered By : XYZScripts.com