ମନୋରଞ୍ଜନ

ଆମେରିକା ନ୍ୟୁୟର୍କସ୍ଥିତ ଟାଇମ୍ସ ସ୍କୋୟାରରେ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ଭାବେ ପ୍ରଦର୍ଶିତ ହୋଇଛି ‘ଡିଅର ପୁରୁଷ’ର ଟ୍ରେଲର

ଆମେରିକା ନ୍ୟୁୟର୍କସ୍ଥିତ ଟାଇମ୍ସ ସ୍କୋୟାରରେ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ଭାବେ ପ୍ରଦର୍ଶିତ ହୋଇଛି ‘ଡିଅର ପୁରୁଷ’ର ଟ୍ରେଲର।

ସମାଜରେ ନାରୀ ଓ ପୁରୁଷର ସମ୍ପର୍କ ଭିତରେ ପୁରୁଷ ସାମ୍ନା କରୁଥିବା ଆହ୍ବାନ ସହ ହାସ୍ୟରସକୁ ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ରରେ ୬ଜଣ ଦମ୍ପତିଙ୍କ ଜୀବନଯାତ୍ରା ଦର୍ଶାଯାଇଛି। ଏଥିରେ ଅଭିନେତ୍ରୀ ତଥା ପ୍ରଯୋଜିକା ଝିଲିକ୍‌ ଭଟ୍ଟାଚାର୍ଯ୍ୟ ଏକ ଭିନ୍ନ ଲୁକ୍‌ରେ ନଜର ଆସିଛନ୍ତି। ତାଙ୍କ ଚରିତ୍ରର ନାଁ ରହିଛି ଚିତ୍ରାଙ୍ଗଦା।

Related Articles

Back to top button